ମୁଖ୍ୟମନ୍ତ୍ରୀଙ୍କ ନୂଆ ଠିକଣା : ନୂଆ ସରକାରୀ ବାସଭବନକୁ ଗଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବଦଳିଲା ମୁଖ୍ୟମନ୍ତ୍ରୀଙ୍କ ଠିକଣା | ନୂଆ ସରକାରୀ ବାସଭବନକୁ ଗଲେ ମୁଖ୍ୟମନ୍ତ୍ରୀ | ରାଜଭବନ ମାର୍ଗରେ ଥିବା ନୂଆ ବାସଭବନକୁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ | ପୂଜାର୍ଚ୍ଚନା ପରେ ପୂର୍ବାହ୍ନ ୧୦ ଟା ୪୭ରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ | ୧୦ ବ୍ରାହ୍ମଣଙ୍କ ଦ୍ୱାରା ପୂଜା ପାଠ , ହୋମ ଯଜ୍ଞ ପରେ ପ୍ରଥମେ ଘରେ ପ୍ରବେଶ କରିଥିଲେ ଗୋମାତା ନନ୍ଦା , ନନ୍ଦିନୀ | ଏହାପରେ ମୋହନ ମାଝୀ ନିଜ ଘରେ ପ୍ରବେଶ କରିଛନ୍ତି | ପୂର୍ବରୁ ଗାନ୍ଧୀ ମାର୍ଗ କ୍ଵାଟରରେ ରହୁଥିଲେ ମୁଖ୍ୟମନ୍ତ୍ରୀ |

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)