ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ; ଶ୍ରୀଜୀଉମାନଙ୍କ ଏହି ଆକର୍ଷଣୀୟ ବେଶକୁ ଦର୍ଶନ କରିବେ ଭକ୍ତ ।

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ । ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ ଜଗନ୍ନାଥଙ୍କୁ କୃଷ୍ଣ ଓ ବଳଭଦ୍ରଙ୍କୁ ବଳରାମ ବେସରେ ସଜ୍ଜିତ କରାଯାଏ…

Read More

ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ…

Read More

ଭୁବନେଶ୍ୱର-କଟକ ରିଙ୍ଗ ରୋଡକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ; ୮୩୦୭ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ବାଇପାସ ।

ଭୁବନେଶ୍ୱର-କଟକ ରିଙ୍ଗ ରୋଡକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ । ୬ଲେନ ବିଶିଷ୍ଟ ୧୧୧ କିମି ବାଇପାସ ନିର୍ମାଣ ହେବ । ଏଥିପାଇଁ ୮୩୦୭ କୋଟି ଟଙ୍କା ବ୍ୟୟ…

Read More

ପ୍ରବଳ ବର୍ଷା ଯୋଗୁଁ ଫୁଲୁଛି ସାବେରୀ ନଦୀ; କୋରାପୁଟ ଓ ମାଲକାନଗିରିକୁ ରେଡ୍ ଆଲର୍ଟ ଜାରି ।

ପ୍ରବଳ ବର୍ଷା ଯୋଗୁଁ ଫୁଲୁଛି ମାଲକାନଗିରି ସୀମାନ୍ତ ସାବେରୀ ନଦୀ । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ସାବେରୀ…

Read More

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିରୋଧୀ ।

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲେ ବିରୋଧୀ । ଇଣ୍ଡି ମେଣ୍ଟ ତରଫରୁ ସୁଦର୍ଶନ ରେଡ୍ଡୀଙ୍କୁ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି ।…

Read More

ଉପରାଷ୍ଟ୍ରପତି ପ୍ରାର୍ଥୀ ସି.ପି. ରାଧାକୃଷ୍ଣନଙ୍କ ପ୍ରତି ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡିଙ୍କ ସମର୍ଥନ ।

ଉପରାଷ୍ଟ୍ରପତି ନିର୍ବାଚନ ଲାଗି ଶାସକ ଏନଡିଏ ପକ୍ଷରୁ ଘୋଷିତ ପ୍ରାର୍ଥୀ ଚନ୍ଦ୍ରପୁରମ୍‌ ପନ୍ନୁସ୍ୱାମୀ ରାଧାକୃଷ୍ଣନଙ୍କ ପ୍ରତି ସମର୍ଥନ ଘୋଷଣା କରିଛି ୱାଇଏସ୍‌ଆରସିପି। ଜଗନ ମୋହନ ରେଡ୍ଡିଙ୍କ ନେତୃତ୍ବାଧୀନ…

Read More

ଶିଶୁବାଟିକା ପିଲାଙ୍କୁ ମିଳିବ ୟୁନିଫର୍ମ ସହ ଅନ୍ୟାନ୍ୟ ଆନୁଷଙ୍ଗିକ ସାମଗ୍ରୀ ।

ସ୍କୁଲରେ ନାମ ଲେଖାଇଥିବା ଶିଶୁବାଟିକା ପିଲାଙ୍କୁ ମଧ୍ୟ ମିଳିବ ୟୁନିଫର୍ମ । ପ୍ରଥମ ଶ୍ରେଣୀ ପିଲାଙ୍କ ଭଳି ଶିଶୁବାଟିକା ପିଲାଙ୍କୁ ମଧ୍ୟ ଦିଆଯିବ ଜୋତା, ଟି-ସାର୍ଟ, ଟ୍ରାକ୍…

Read More

ଅଭିଯୁକ୍ତ ସମୀରକୁ ୩ଦିନ ରିମାଣ୍ଡରେ ନେଇ କ୍ରାଇମ୍‌ବ୍ରାଞ୍ଚର ପଚରାଉଚରା ଆରମ୍ଭ ।

ବାଲେଶ୍ୱର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଛାତ୍ରୀ ସୌମ୍ୟାଶ୍ରୀ ବିଶି ମାମଲାରେ ଗିରଫ ହୋଇ ଜେଲରେ ଥିବା ମୁଖ୍ୟ ଅଭିଯୁକ୍ତ ଏଚ୍‌ଓଡି ସମୀର ସାହୁଙ୍କ ଜାମିନ…

Read More

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକ, ୧୮୪୦ ଡାକ୍ତର, ୫ ହଜାରରୁ ଊର୍ଦ୍ଧ୍ୱ ପାରାମେଡିକାଲ୍‌ ଷ୍ଟାଫ୍‌ ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କ ସୂଚନା ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକ ଗତକାଲି ଅନୁଷ୍ଠିତ ହୋଇଥିଲା ।…

Read More

ଆଜି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିବ ରଥଯାତ୍ରା ଓ ବାହୁଡ଼ାଯାତ୍ରା ଆଦି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ।

ରଥଯାତ୍ରା ଓ ବାହୁଡ଼ା ଦର୍ଶନ ନେଇ ଆସିବ ମାର୍ଗଦର୍ଶିକା । ଆଜି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ଏହି ବୈଠକରେ ଡିଜିପି,…

Read More
Social media & sharing icons powered by UltimatelySocial