ମେ’ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ +2 ରେଜଲ୍ଟ । ସୂଚନା ଦେଲେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ । ମେ’ ୧ ସୁଦ୍ଧା ଖାତା ଦେଖା ଶେଷ ହୋଇଛି । ଖାତା ଦେଖା ସରିଥିବା ବେଳେ ନିର୍ଦ୍ଦିଷ୍ଟ ଭାବେ କେବେ ରେଜଲ୍ଟ ବାହାରିବ ଶୀଘ୍ର ଜଣାଇ ଦିଆଯିବ । ତେବେ ଆସନ୍ତା ୬ରେ ଯୁକ୍ତ ଦୁଇ ରେଜଲ୍ଟ ବାହାରିବା ନେଇ ଖବର ପ୍ରଚାରିତ ହେବା ସମ୍ପୂର୍ଣ୍ଣ ଗୁଜବ । ଖୁବଶୀଘ୍ର ତାରିଖ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ।
ମେ’ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ +2 ରେଜଲ୍ଟ !











Leave a Reply