ଅକ୍ଷର ବ୍ୟୁରୋ: ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ଶ୍ରୀମନ୍ଦିର ପରିଚାଳନା କମିଟିର ସ୍ଥାୟୀ ସଭାପତି ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ ହେବ । ଶ୍ରୀଜୀଉଙ୍କ ଚଳିତବର୍ଷ ଅନୁଷ୍ଠିତ ହେବାକୁ ଥିବା ସ୍ନାନଯାତ୍ରା, ରଥଯାତ୍ରା ଓ ବାହୁଡାଯାତ୍ରା ନିମନ୍ତେ ନୀତି ନିର୍ଘଣ୍ଟ ଓ ବ୍ୟବସ୍ଥାବଳୀ ଅନୁମୋଦନ କରାଯିବ।
ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ
















Leave a Reply