୫ଲକ୍ଷ ୯୦ହଜାର ହିତାଧିକାରୀଙ୍କୁ ମିଳିବ ରାସନ କାର୍ଡ: ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

୫ଲକ୍ଷ ୯୦ହଜାର ହିତାଧିକାରୀଙ୍କୁ ମିଳିବ ରାସନ କାର୍ଡ । ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା । ନୂଆ ରାସନ କାର୍ଡ ବଣ୍ଟାଯିବ, ୫ଲକ୍ଷ ୯୦ହଜାର ହିତାଧିକାରୀଙ୍କୁ ମିଳିବ ରାସନ କାର୍ଡ । ଯେଉଁମାନେ ପାଇନାହାନ୍ତି ଆବେଦନ କରନ୍ତୁ, ପୋର୍ଟାଲ ଖୋଲା ଅଛି । ଅନେକ ବାଦ୍ ପଡ଼ିଛନ୍ତି, ଆହୁରି ବାଦ୍ ପଡ଼ିପାରନ୍ତି । ପ୍ରାୟ ୨୫ ଲକ୍ଷ ଲୋକ E-KYC କରିନାହାନ୍ତି । ଯାଞ୍ଚ କରି ଦିଆଯିବ ରାସନ କାର୍ଡ ବୋଲି ମନ୍ତ୍ରୀ କହିଛନ୍ତି।

ନୂଆ ରାସନ କାର୍ଡ ବଣ୍ଟନ ନେଇ ସରକାରଙ୍କ ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି। ଯୋଗ୍ୟ ହିତାଧିକାରୀଙ୍କୁ ବଣ୍ଟନ ହେବ ନୂଆ ରାସନ କାର୍ଡ ସେମାନଙ୍କୁ ମିଳିବ ରଙ୍ଗୀନ ରାସନ କାର୍ଡ। ନୂଆ ରାସନ କାର୍ଡ ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ଏପ୍ରିଲ ୨୨ ସୁଦ୍ଧା ରାସନ କାର୍ଡ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)