ବ୍ରହ୍ମପୁର: ସବୁ ମାମଲାରୁ ଦୋଷମୁକ୍ତ ହୋଇ ନିର୍ଦ୍ଦୋଷରେ ଖଲାସ ହେଲେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ । ୫ ଟି ମାମଲାରେ ପ୍ରଦୀପଙ୍କୁ ନିର୍ଦ୍ଦୋଷ ଦର୍ଶାଇଛନ୍ତି ଜେଏମ୍ଏଫ୍ସି ଗ୍ରାମାଞ୍ଚଳ କୋର୍ଟ । ଗତକାଲି ତାଙ୍କୁ ଦୁଇଟି ମାମଲାରେ ଦୋଷମୁକ୍ତ ଘୋଷଣା କରିଥିଲେ ବେଳେ ଆଜି ଅନ୍ୟ ୩ଟି ମାମଲାରେ ତାଙ୍କୁ ନିର୍ଦ୍ଦୋଷ ଦର୍ଶାଇଛନ୍ତି ଗ୍ରାମାଞ୍ଚଳ ଜେଏମଏଫସି କୋର୍ଟ। ଟାଟାରେ ଚାକିରି ନାଁରେ ହୋଇଥିବା ଠକେଇ ଅଭିଯୋଗ ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ।
ସବୁ ମାମଲାରୁ ଦୋଷମୁକ୍ତ ହୋଇ ନିର୍ଦ୍ଦୋଷରେ ଖଲାସ ହେଲେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ













Leave a Reply