ଯୁଦ୍ଧ ପରିସ୍ଥିତି ପାଇଁ ଭୁବନେଶ୍ୱରରୁ ଆବୁଧାବିକୁ ବିମାନ ଉଡାଣ ବାତିଲ ।

ଯୁଦ୍ଧ ପରିସ୍ଥିତି ପାଇଁ ଭୁବନେଶ୍ୱରରୁ ଆବୁଧାବିକୁ ବିମାନ ଉଡାଣ ବାତିଲ କରିଛି ଇଣ୍ଡିଗୋ । ଭୁବନେଶ୍ୱରରୁ ଆବୁଧାବି ଯାଉଥିବା ୬ଇ ୧୪୪୨ଓ ଆବୁଧାବିରୁ ଭୁବନେଶ୍ୱର ଆସୁଥିବା ୬ଇ ୧୪୪୧ବିମାନ ଉଡାଣ ବାତିଲ ହୋଇଛି । ମଧ୍ୟ ପ୍ରାଚ୍ୟରେ ଘମାଘୋଟ ଯୁଦ୍ଧ ପରିସ୍ଥିତି ଉପୁଜିଥିବାରୁ ଭୁବନେଶ୍ୱର ବିମାନ ବନ୍ଦରରେ ଆନ୍ତର୍ଜାତୀୟ ବିମାନ ସେବା ପ୍ରଭାବିତ ହୋଇଛି । ଯୁଦ୍ଧ ପରିସ୍ଥିତି ପାଇଁ ଭୁବନେଶ୍ୱରରୁ ଆବୁଧାବିକୁ ବିମାନ ଉଡାଣ ବାତିଲ କରିଛି ଇଣ୍ଡିଗୋ ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତ ଜୁନ ୧୨ ତାରିଖରେ ଭୁବନେଶ୍ୱର ବିମାନ ବନ୍ଦରରେ ଆବୁଧାବି ବିମାନସେବା ସେବାର ଶୁଭାରମ୍ଭ କରିଥିଲେ । ଯୁଦ୍ଧ ପରିସ୍ଥିତିକୁ ଆଗରେ ରଖି ଭୁବନେଶ୍ୱରରୁ ଆବୁଧାବି ଯାଉଥିବା ୬ଇ ୧୪୪୨ଓ ଆବୁଧାବିରୁ ଭୁବନେଶ୍ୱର ଆସୁଥିବା ୬ଇ ୧୪୪୧ବିମାନ ଉଡାଣ ବାତିଲ ହୋଇଛି । ଯୁଦ୍ଧ ଯୋଗୁ ଏୟାର ସ୍ପେସ କଟକଣା ଦେଖାଦେଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)