ଆଜିଠୁ ଭିତରକନିକାରେ ୩ଦିନ ଧରି ପକ୍ଷୀ ଗଣନା ଆରମ୍ଭ ।

ଆଜିଠୁ ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ । ୩ଦିନ ଧରି ପକ୍ଷୀ ଗଣନା କରାଯିବ । ସକାଳ ୬ଟାରୁ ଦିନ ୧୨ଟା ଯାଏଁ ପକ୍ଷୀ ଗଣନା କରାଯିବ। ଏଥିପାଇଁ ୩ଟି ଟିମ୍ ଗଠନ କରାଯାଇଛି । କନିକା ରେଞ୍ଜର ମଠ ଆଡିଆ, ଲକ୍ଷ୍ମୀ ପ୍ରସାଦ ଡିଆ, ଦୂର୍ଗା ପ୍ରସାଦ ଡିଆ ଓ ରାଜନଗର ରେଞ୍ଜ ବାଲି ଡିଆରେ ପକ୍ଷୀ ଗଣନା ଚାଲିଛି । ଚଳିତବର୍ଷ ଅଧିକ ସଂଖ୍ୟକ ପକ୍ଷୀ ଗଣନା କରାଯିବା ନେଇ ଆଶା ରଖିଛି ବନବିଭାଗ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)