ଅର୍ଚ୍ଚନା ନାଗଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚଢ଼ାଉ । ଶୁକ୍ରବାର ୨୦୨୨ ଅର୍ଥ କାରବାର ମାମଲା ନେଇ ଇଡି ଟିମ୍ ପକ୍ଷରୁ ଏହି ଚଢ଼ାଉ କରାଯାଇଛି । ତେବେ ବର୍ତ୍ତମାନ ନାଗଙ୍କ ଘରେ ଯାଞ୍ଚ ଚାଲିଥିବା ଜଣାପଡ଼ିଛି । ମିଳିଥିବା ସୂଚନା ଅନୁସାରେ, ୨୦୨୨ ଅର୍ଥ କାରବାର ମାମଲାର ତଦନ୍ତ ସମୟରେ ଇଡି ପକ୍ଷରୁ ଅର୍ଚ୍ଚନାଙ୍କୁ ଉକ୍ତ ଘର ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ହେଲେ ସେ ଇଡି ନିର୍ଦ୍ଦେଶ ଅବମାନନା କରିଥିବା ଜଣାପଡ଼ିଛି । ଇଡି ଉକ୍ତ ଘରକୁ ଜବତ କରିପାରେ ବୋଲି ଚର୍ଚ୍ଚା ମଧ୍ୟ ହେଉଛି ।
ଆଜି ଅର୍ଚ୍ଚନା ନାଗଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ କରାଯାଇଛି ଚଢ଼ାଉ ।












Leave a Reply