CRPF ଓ ଝାଡ଼ଖଣ୍ଡ ପୋଲିସର ମିଳିତ ଅପରେସନ୍‌ ବେଳେ ୩ କୁଖ୍ୟାତ ନକ୍ସଲ ନେତା ନିହତ ।

ଝାଡ଼ଖଣ୍ଡରରେ ୩ କୁଖ୍ୟାତ ନକ୍ସଲ ନେତା ନିହତ । ସହଦେବ ସୋରେନ, ରଘୁନାଥ ହେମ୍ବ୍ରମ ଓ ବୀରସେନ ଗଞ୍ଜୁ ମୃତ । ହଜାରିବାଗର ଗୋରହର ଥାନା ଅଞ୍ଚଳରୁ ମୃତଦେହ ଉଦ୍ଧାର । ସହଦେବ ସୋରେନଙ୍କ ପାଇଁ ଥିଲା ୧ କୋଟି ଟଙ୍କା ପୁରସ୍କାର । ରଘୁନାଥ ହେମ୍ବ୍ରମଙ୍କ ପାଇଁ ଥିଲା ୨୫ ଲକ୍ଷ ଟଙ୍କା ପୁରସ୍କାର । ବୀରସେନ ଗଞ୍ଜୁଙ୍କ ପାଇଁ ଥିଲା ୧୦ ଲକ୍ଷ ଟଙ୍କା ପୁରସ୍କାର । CRPF ଓ ଝାଡ଼ଖଣ୍ଡ ପୋଲିସର ମିଳିତ ଅପରେସନ୍‌ ବେଳେ ମୃତ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)