କ୍ୟାପିଟାଲ ହସ୍ପିଟାଲରେ ଶିଶୁ ମୃତ୍ୟୁ ପ୍ରସଙ୍ଗରେ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଗଭୀର ଶୋକ ପ୍ରକାଶ ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଲେ । ଥଣ୍ଡା ଜ୍ବରରେ ଆକ୍ରାନ୍ତ ଶିଶୁପୁତ୍ରର ମୃତ୍ୟୁ ହୋଇଥିଲା । ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଥିବା ଅଭିଯୋଗ କରିଥିଲେ ପରିବାର ।
କ୍ୟାପିଟାଲ ହସ୍ପିଟାଲ ଶିଶୁ ମୃତ୍ୟୁ ପ୍ରସଙ୍ଗରେ ୪ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।












Leave a Reply