ବିପର୍ଯ୍ୟୟ ମୁକାବିଲା ଲାଗି ବିପର୍ଯ୍ୟୟ ଭବନ ନିର୍ମାଣ କରିବେ ସରକାର ।

ବିପର୍ଯ୍ୟୟ ମୁକାବିଲା ଲାଗି ବିପର୍ଯ୍ୟୟ ଭବନ ନିର୍ମାଣ କରିବେ ସରକାର । ଆସନ୍ତା ୨ ବର୍ଷ ମଧ୍ୟରେ ୨୦୦ କୋଟି ବ୍ୟୟରେ ହେବ ନିର୍ମାଣ । ସୂଚନା ଦେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଲୋକସେବା ଭବନ ନିକଟରେ ତିଆରି ହେବ ବିପର୍ଯ୍ୟୟ ଭବନ । ଗୋଟିଏ ଛାତ ତଳେ ଏକାଠି କାମ କରିବେ SRC, ଅଗ୍ନିଶମ ଓ ପାଣିପାଗ ବିଭାଗ । କେନ୍ଦ୍ର ସହଯୋଗରେ ବିପର୍ଯ୍ୟୟ ମୁକାବିଲାର ଅତ୍ୟାଧୁନିକ କୌଶଳ ଅଣାଯିବ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)