ଅକ୍ଷର ବ୍ୟୁରୋ: ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ୍ ଫୋନ୍ । କୌଣସି ପୋଲିସ କିମ୍ବା ସେବାୟତ ବି ନେଇ ପାରିବେନି ମୋବଇଲ୍ । ଆଗକୁ ୱାକିଟକି ବ୍ୟବସ୍ଥା ହେବ କହିଲେ ସୁରକ୍ଷା ସବକମିଟି ମୁଖ୍ୟ । ବୈଠକ ପରେ ସୁରକ୍ଷା ସବକମିଟି ମୁଖ୍ୟ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ସୂଚନା । ଶ୍ରୀମନ୍ଦିର ଭିତର ଓ ବାହାର ସୁରକ୍ଷା ନେଇ ଆଲୋଚନା ହୋଇଛି । କେତେକ ଜିନିଷ ନିଜକୁ କରିବାକୁ ହେବ, ଆଉ କିଛି ସରକାର କରିବେ । କାହାକୁ ହଇରାଣ କରିବାକୁ ନୁହେଁ, ଶ୍ରୀମନ୍ଦିର ସୁରକ୍ଷା ପାଇଁ ହେବ । ଅନ୍ୟ ମନ୍ଦିରର ସୁରକ୍ଷା ଅନୁଧ୍ୟାନ କରି ନିଷ୍ପତ୍ତି ନେବୁ ।
ଶ୍ରୀମନ୍ଦିର ସୁରକ୍ଷା ପାଇଁ ମନ୍ଦିର ଭିତରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ୍ ଫୋନ୍ ।












Leave a Reply