ଅକ୍ଷର ବ୍ୟୁରୋ: ସମ୍ଭାବ୍ୟ ବାତ୍ୟା ପାଇଁ ବାଲେଶ୍ୱରରେ ସମସ୍ତ ଛୁଟି ବାତିଲ । ସେହିପରି ଗଞ୍ଜାମରେ ୨୫ ରୁ ୩୦ ଯାଏଁ ଛୁଟି ବାତିଲ। ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କଲେ ଜିଲ୍ଲାପାଳ । ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ କଲେ ଜିଲ୍ଲାପାଳ । ଛୁଟିରେ ଥିବା କର୍ମଚାରୀଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ହୋଇଛି ନିର୍ଦ୍ଦେଶ । ଅଧିକାରୀଙ୍କୁ ନିଜ ନିଜ ମୁଖ୍ୟାଳୟରେ ରହିବା ପାଇଁ ନିର୍ଦ୍ଦେଶ କରାଯାଇଛି । ୨୮ ସଂଧ୍ୟା ପରେ ଆନ୍ଧ୍ର କାକିନାଡ଼ା ପାଖରେ ଲ୍ୟାଣ୍ଡଫଲ କରିବ ବାତ୍ୟା । ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ଏନେଇ ସୂଚନା ଦେଇଛନ୍ତି ।
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାଲେଶ୍ୱର ଏବଂ ଗଞ୍ଜାମରେ ସମସ୍ତ ଛୁଟି ବାତିଲ କଲେ ଜିଲ୍ଲାପାଳ ।












Leave a Reply