ନୂଆବର୍ଷ ପାଇଁ କମିସନରେଟ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା ।

ଅକ୍ଷର ବ୍ୟୁରୋ: ନୂଆବର୍ଷ ପାଇଁ କମିସନରେଟ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା । ପୋଲିସ କମିସନର ସୁରେଶ ଦେବଦତ୍ତ ସିଂଙ୍କ ସୂଚନା । ସୁରକ୍ଷାରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିବେ । ନିଜ ଥାନା ଅଞ୍ଚଳରେ ସ୍ଥିତି ଅନୁଧ୍ୟାନ କରିବେ ସମସ୍ତ ଥାନା ଅଧିକାରୀ । ଅଗ୍ନିଶମ ବାହିନୀ ପକ୍ଷରୁ ମଧ୍ୟ ସରିଛି ଯାଞ୍ଚ ପ୍ରକ୍ରିୟା । ସୁରକ୍ଷିତ ସହ ଲୋକେ କିଭଳି ସେଲିବ୍ରେସନ କରିବେ ସେଥିପ୍ରତି ଗୁରୁତ୍ୱ । ମଦ୍ୟପ ଗାଡ଼ି ଚାଳକଙ୍କ ଉପରେ ନଜର ରହିବ ବୋଲି ପୋଲିସ କମିଶନର । ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ବାର୍‌, ରେଷ୍ଟୁରାଣ୍ଟ ମାଲିକଙ୍କୁ ନିର୍ଦ୍ଦେଶ । ମହିଳାଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦେଇଛି କମିସନରେଟ୍‌ ପୋଲିସ । ନିର୍ଦ୍ଧାରିତ ସମୟ ସୀମା ଭିତରେ କାର୍ଯ୍ୟକ୍ରମ ସାରିବାକୁ ନିର୍ଦ୍ଦେଶ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)