ଅକ୍ଷର ବ୍ୟୁରୋ: ଆମ ବସ୍ ଧକ୍କାରେ ମୃତ ଅଟୋ ଚାଳକଙ୍କ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା ହୋଇଛି । ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (CMRF)ରୁ ୪ ଲକ୍ଷ ଟଙ୍କା ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଯାଜପୁର ଅଟୋ ଚାଳକ ବିଷ୍ଣୁ ପାତ୍ରଙ୍କ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି । ଶନିବାର ରୂପାଲି ଛକରେ ଆମ ବସ ଧକ୍କାରେ ବିଷ୍ଣୁଙ୍କ ଜୀବନ ଯାଇଥିଲା ।
ଆମ ବସ୍ ଧକ୍କାରେ ମୃତ ଅଟୋ ଚାଳକଙ୍କ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।












Leave a Reply