ଅକ୍ଷର ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା । ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ଭାରତ ମହାସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ସ୍ପଷ୍ଟ ହେବାର ସମ୍ଭାବନା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ।
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ୨୪ ଘଣ୍ଟାରେ ଘନୀଭୂତ ସମ୍ଭାବନା ।












Leave a Reply