ଏପ୍ରିଲ ୧୬ରୁ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ।

ଅକ୍ଷର ବ୍ୟୁରୋ: ଏପ୍ରିଲ ୧୬ ରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଏପ୍ରିଲ ୧୬ରୁ ମେ ୧୫ ଯାଏଁ ଚାଲିବ ଜନଗଣନା । 30 ଦିନ ଧରି ପ୍ରଥମ ପର୍ଯ୍ୟାୟରେ ଘର ଗଣନା କରାଯିବ। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ । ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବପତ୍ର ଗଣନା ହେବ । ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ହେବ ଜନ ଗଣନା ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)