ଅକ୍ଷର ବ୍ୟୁରୋ: କଂଗ୍ରେସରୁ ମହମ୍ମଦ ମୋକିମ୍ଙ୍କ ସମର୍ଥକ ସମୂହ ଇସ୍ତଫା ଦେଇଛନ୍ତି । ମୋଟ ୪୧ ଜଣ କଂଗ୍ରେସ ନେତାଙ୍କ ସମୂହ ଇସ୍ତଫା ଦେଇଥିବା ସୂଚନା ମିଳିଛି । ପୂର୍ବତନ ପିସିସି ସମ୍ପାଦକ, ପୂର୍ବତନ ମୁଖପାତ୍ର, ପୂର୍ବତନ ବ୍ଲକ ସଭାପତିଙ୍କ ଇସ୍ତଫା ଦେଇଥିବା ଜଣାପଡ଼ିଛି । ଅନ୍ୟପକ୍ଷେ, କିଛି ଯୁବ ଓ ଛାତ୍ର କର୍ମକର୍ତ୍ତା ମଧ୍ୟ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ।
କଂଗ୍ରେସରୁ ଇସ୍ତଫା ଦେଲେ ମହମ୍ମଦ ମୋକିମ୍ଙ୍କ ସମର୍ଥକ ସମୂହ ।












Leave a Reply