ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କ ଟଙ୍କା ଫେରସ୍ତ ପ୍ରକ୍ରିୟାର ଅବଧି ବଢାଇଲେ ରାଜ୍ୟ ସରକାର ।

ଅକ୍ଷର ବ୍ୟୁରୋ: ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ବଡ଼ ଖବର । ଟଙ୍କା ଫେରସ୍ତ ପ୍ରକ୍ରିୟାର ଅବଧି ବଢାଇଲେ ରାଜ୍ୟ ସରକାର । ପୂର୍ବରୁ ଜାନୁଆରୀ ୩୧ ଯାଏଁ ଅବଧି ଥିଲା । ଏବେ ମାର୍ଚ୍ଚ ୩୧ ଯାଏଁ ଜାରି ରହିବ ଟଙ୍କା ଫେରସ୍ତ ପ୍ରକ୍ରିୟା । ଆବେଦନକାରୀ ସମସ୍ତ ପ୍ରମାଣ ପତ୍ର ଦେଇ RIଙ୍କ ନିକଟରେ ଆବେଦନ କରିବେ । ଏହାର ୧୫ ଦିନ ଭିତରେ ଟଙ୍କା ଫେରିପାଇବେ । ୮ରୁ ଦଶ ହଜାର କ୍ଷୁଦ୍ର ଜମାକାରୀଙ୍କୁ ଟଙ୍କା ଦେଉଛନ୍ତି ସରକାର ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)