ନବରଙ୍ଗପୁରରେ ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ।

ଅକ୍ଷର ବ୍ୟୁରୋ: ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ । ନବରଙ୍ଗପୁରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦ୍ବାରା ଶୁଭାରମ୍ଭ । ଜଗନ୍ନାଥଙ୍କ ଦର୍ଶନ ପାଇଁ ୧୪୮ ଜଣଙ୍କୁ ପୁରୀ ପଠାଇଲା ପ୍ରଶାସନ । OSRTC ବସ୍‌ରେ ପୁରୀ ବାହାରିଲେ, ପତାକା ଦେଖାଇଲେ ମୁଖ୍ୟମନ୍ତ୍ରୀ । ନବରଙ୍ଗପୁରରେ ମେଡିକାଲ କଲେଜର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial