ଆଜି ବସିବ ମନ୍ତ୍ରୀ ପରିଷଦ ବୈଠକ ଏବଂ ରାଜ୍ୟ କ୍ୟାବିନେଟ ବୈଠକ ।

ଅକ୍ଷର ବ୍ୟୁରୋ: ଶନିବାର ସଂଧ୍ୟାରେ ବସିବ ମନ୍ତ୍ରୀ ପରିଷଦ ବୈଠକ । ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ ଚିଠା ପ୍ରସ୍ତାବକୁ ଆଜି ମୋହର ମାରିବ ମନ୍ତ୍ରୀ ପରିଷଦ । ୨୦୨୬-୨୭ ଆର୍ଥିକ ବର୍ଷ ବଜେଟ ଚିଠା ପ୍ରସ୍ତାବକୁ ଏହି ବୈଠକରେ ମିଳିବ ଅନୁମୋଦନ । ସେହିପରି ଶନିବାର ସଂଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ଏହି କ୍ୟାବିନେଟ ବୈଠକ । ତେବେ ବସିବାକୁ ଥିବା କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)