ପୁରୀ ମହାନଗର ନିଗମ ଗଠନ ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ ।

ଅକ୍ଷର ବ୍ୟୁରୋ: ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଁ ଚୂଡ଼ାନ୍ତ ବିଜ୍ଞପ୍ତି । ଗୋଟିଏ ମହାନଗର ନିଗମ ଓ ୫ ପୌରପାଳିକା ନେଇ ଚୂଡ଼ାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି । ପୁରୀ ମହାନଗର ନିଗମ ଗଠନ ନେଇ ପ୍ରକାଶ ପାଇଥିବା ବେଳେ ବୌଦ୍ଧଗଡ଼, ଭଞ୍ଜନଗର, ପୋଲସରା, କବିସୂର୍ଯ୍ୟନଗର ଓ ଆସିକା ପୌରପାଳିକା ଗଠନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)