ଅକ୍ଷର ବ୍ୟୁରୋ: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ୨ଦିନରେ ୧୯୦ଟି ବିବାହ କରାଇବେ ରାଜ୍ୟ ସରକାର । ଆଜି ଓ ଆସନ୍ତାକାଲି ଦୁଇ ଦିନ ଏହି ବିବାହ ଉତ୍ସବ ଆୟୋଜିତ ହେବ । ଆଜି କଟକରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର ସମୂହ ବିବାହ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ସେଠାରେ ୫୦ ଜଣଙ୍କର ବିବାହର ଆୟୋଜିତ କରାଯାଇଛି । ସକାଳ ୧୦ଟାରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଆସନ୍ତାକାଲି ବାଲେଶ୍ୱରରେ ୪୦ଟି, ମୟୂରଭଞ୍ଜରେ ୫୦ ଓ ସୁନ୍ଦରଗଡ଼ରେ ୫୦ଟି ବିବାହ କରାଇବେ ମୁଖ୍ୟମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ୨ ଦିନରେ ୧୯୦ଟି ବିବାହ କରାଇବେ ମୁଖ୍ୟମନ୍ତ୍ରୀ ।












Leave a Reply