‘ଆୟୁଷ୍ମାନ’ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ; ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ।

ଅକ୍ଷର ବ୍ୟୁରୋ: ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ । ଆୟୁଷ୍ମାନ’ ଚିନ୍ତନ ଶିବିରରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା । ଆୟୁଷ୍ମାନ ଭାରତ କାର୍ଡ ସମ୍ପର୍କିତ ସମସ୍ତ ସମସ୍ୟା ଖୁବଶୀଘ୍ର ସମାଧାନ ହେବ । ଯେଉଁ ହିତାଧିକାରୀଙ୍କର କାର୍ଡ ହୋଇନାହିଁ, ସେମାନେ ଆବେଦନ କରିପାରିବେ । ଡିଜିଟାଲ୍ ମାଧ୍ୟମରେ ତଥ୍ୟ ଦେଖିପାରିବେ ଓ ଆବେଦନ ସ୍ଥିତି ଜାଣିପାରିବେ’ । ଆଗାମୀ ଦିନରେ ଆୟୁଷ୍ମାନ ଭାରତର ସମସ୍ତ ଡାଟା ଓଡ଼ିଆରେ ଉପଲବ୍ଧ ହେବ ବୋଲି କହିଛନ୍ତି ମନ୍ତ୍ରୀ । ସାଧାରଣ ଲୋକଙ୍କୁ ଯୋଜନା ବୁଝିବା ଓ ସୁବିଧା ନେବା ଅଧିକ ସହଜ ହେବ । ଆୟୁଷ୍ମାନ’ ଯୋଜନାର ସୁବିଧା ପାଇଁ ୩ଟି MoU ସ୍ୱାକ୍ଷରିତ ହୋଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)