ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି; ୪ ଘଣ୍ଟା ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ।

ଅକ୍ଷର ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି । ଗୁରୁବାର ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ । ପ୍ରାୟ ୪ ଘଣ୍ଟା ଭକ୍ତଙ୍କ ପାଇଁ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ପାଇଁ ଦର୍ଶନ ବନ୍ଦ ରହିବା ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)