ସରକାରୀ କର୍ମଚାରୀଙ୍କ ପାଇଁ ବାୟୋମେଟ୍ରିକ ଉପସ୍ଥାନ ବାଧ୍ୟତାମୂଳକ କଲେ ରାଜ୍ୟ ସରକାର । ପଞ୍ଚାୟତ କର୍ମଚାରୀଙ୍କ ଠାରୁ ଆରମ୍ଭ କରି ବିଡିଓ ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ବାୟୋମେଟ୍ରିକ ବ୍ୟବସ୍ଥା ବାଧ୍ୟତାମୂଳକ । ପଞ୍ଚାୟତ, ପଞ୍ଚାୟତସମିତି, ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ଲାଗୁହେବ ଏହି ବ୍ୟବସ୍ଥା । ଯଥାଶୀଘ୍ର ବାୟୋମେଟ୍ରିକ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ସବୁ ଅଧିକାରୀଙ୍କୁ ନିର୍ଦ୍ଦେଶ ।
ସରକାରୀ କର୍ମଚାରୀଙ୍କ ପାଇଁ ବାୟୋମେଟ୍ରିକ ଉପସ୍ଥାନ ବାଧ୍ୟତାମୂଳକ କଲେ ରାଜ୍ୟ ସରକାର ।












Leave a Reply