ଅକ୍ଷର ବ୍ୟୁରୋ: କ୍ରସ୍ ଭୋଟିଂ ନେଇ ପ୍ରତିକ୍ରିୟା ରଖିଲେ ବିଜେଡି ବିଧାୟକ ଅଶ୍ୱିନୀ ପାତ୍ର । କହିଲେ କ୍ରସ୍ ଭୋଟିଂ କରିଥିବା ବିଧାୟକଙ୍କ ଉପରେ ଆକ୍ସନ ନିଆଯିବା ଦରକାର’ । ଦଳର ନୀତି, ଆଦର୍ଶ ରହିଛି ଏହା ବିରୋଧରେ ଗଲେ ଦଳ ନିମ୍ନଗାମୀ ହୁଏ । ବିଜେଡି ସଭାପତି ଯେଉଁ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି ତାହା ସ୍ୱାଗତଯୋଗ୍ୟ । ବହିଷ୍କାର ଦ୍ୱାରା ବିଶୃଙ୍ଖଳା ବଢ଼ୁଛି, ତେଣୁ ସେ ଧୀରେ ଧୀରେ ଆକ୍ସନ ନେଉଛନ୍ତି ।
କ୍ରସ୍ ଭୋଟିଂ ନେଇ ପ୍ରତିକ୍ରିୟା ରଖିଲେ ବିଜେଡି ବିଧାୟକ ଅଶ୍ୱିନୀ ପାତ୍ର ।












Leave a Reply