ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ; ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ।

ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର ।

ଖବର ଅନୁଯାୟୀ, ବୁଧବାର ଲୋକସେବା ଭବନରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍‌ । ଯେଉଁଥିରେ ବିଭିନ୍ନ ବିଭାଗର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ସଂପର୍କରେ ଆଲୋଚନା ହୋଇପାରେ । ଏହାସହିତ ଅନେକ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)