ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଶେଷ ହୋଇଛି, ଏବେ ଶ୍ରୀମନ୍ଦିରରେ ଦର୍ଶନ ସ୍ୱାଭାବିକ ।

ବହୁ ପ୍ରତୀକ୍ଷିତ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତରିତ କରାଯାଇଛି। ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ମଙ୍ଗଳବାର ପୂର୍ବାହ୍ନ ୧୦ଟା ୫୫ରେ ଆରମ୍ଭ ହୋଇଥିଲା।…

Read More

ନବରାତ୍ରିର ଦ୍ୱିତୀୟ ଦିନରେ ବଗଳାମୁଖୀ ବେଶରେ ଦର୍ଶନ ଦେଉଛନ୍ତି ମା’ କଟକଚଣ୍ଡୀ ।

ଆଜି ମା’ଙ୍କ ଷୋଡ଼ଶ ଉପଚାର ପୂଜା ବିଧିର ଦଶମ ଦିନ ଏବଂ ନବରାତ୍ରିର ଦ୍ୱିତୀୟ ଦିନ । ଆଜି କଟକରେ ମା’ ଗଡ଼ଚଣ୍ଡୀ ଭକ୍ତମାନଙ୍କୁ ବଗଳାମୁଖୀ ବେଶରେ…

Read More

ଆଜି ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର; ସକାଳ ୧୦ଟାରୁ ସାଧାରଣ ଦର୍ଶନ ବନ୍ଦ କରାଯାଇ ଆରମ୍ଭ ହୋଇଛି ସ୍ଥାନାନ୍ତର ପ୍ରକ୍ରିୟା ।

ଆଜି ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର । ଏଥିପାଇଁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା । ସକାଳ ୧୦ଟାରୁ ବନ୍ଦ…

Read More

ଆସନ୍ତାକାଲି ଦିନ ୧୦ଟାରୁ ବନ୍ଦ ରହିବ ଶ୍ରୀମନ୍ଦିର; ରତ୍ନଭଣ୍ଡାର ସାମଗ୍ରୀ ସ୍ଥାନାନ୍ତର ନିମନ୍ତେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ।

ଶ୍ରୀମନ୍ଦିରରେ ଆସନ୍ତାକାଲି ଦିନ ୧୦ଟାରୁ ବନ୍ଦ ରହିବ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ । ରତ୍ନଭଣ୍ଡାର ସାମଗ୍ରୀ ସ୍ଥାନାନ୍ତର ନିମନ୍ତେ ଶ୍ରୀମନ୍ଦିର ପକ୍ଷରୁ ନିଆଯାଇଛି ଏହି ନିଷ୍ପତ୍ତି ।…

Read More

ଆଜିଠୁ ଶକ୍ତିପୀଠରେ ଷୋଡଶ ଦିନାତ୍ମକ ପୂଜା ବିଧି ଆରମ୍ଭ; ୧୬ ଦିନ ଧରି ଭିନ୍ନ ଭିନ୍ନ ବେଶରେ ଦର୍ଶନ ଦେବେ ମା’ କଟକ ଚଣ୍ଡୀ ଓ ମା’ ଗଡଚଣ୍ଡୀ ।

ଆସୁଛନ୍ତି ମାଆ । ଧରାବତରଣ କରିବେ ଜଗତଜନନୀ । ରାଜ୍ୟର ଶକ୍ତିପୀଠ ଗୁଡ଼ିକରେ ଆରମ୍ଭ ହୋଇ ଯାଇଛି ଷୋଡଶ ଦିନାତ୍ମକ ପୂଜା ବିଧି । କଟକର ଅଧିଷ୍ଠାତ୍ରୀ…

Read More

ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଯୋଗୁଁ ୫ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା

ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ । ଏହା ଗୁପ୍ତନୀତି ହୋଇଥିବାରୁ ଏହି…

Read More

ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି; ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ।

ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି । ଆଶ୍ୱିନ ମାସ କୃଷ୍ଣ ପକ୍ଷ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହୋଇଥାଏ । ଦତ୍ତ ମହାପାତ୍ର…

Read More

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ; ମହାସ୍ନାନ ଯୋଗୁଁ ସାଧାରଣ ଦର୍ଶନ ବନ୍ଦ ।

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିବାରୁ ମହାସ୍ନାନ। ଅବକାଶ ପୂଜା ସମୟରେ ବଡ଼ ମହାସ୍ନାନ ହେଉଛି। ବଡ଼ ମହାସ୍ନାନ ଯୋଗୁଁ…

Read More

ଆସନ୍ତାକାଲି ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ପାଳନ ।

ଆସନ୍ତାକାଲି ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ପାଳନ ହେବ । ୧୨ଟା ୫୭ରେ ପାକ ତ୍ୟାଗ, ଦେବ ନୀତି ନିଷେଧ । ରାତି ୨ଟାରେ ଦ୍ୱାରଫିଟା…

Read More

ଶ୍ରୀମନ୍ଦିର ନାଟ ମଣ୍ଡପରେ ସ୍ଥାପନ ହୋଇଥିବା ୪୨ ବର୍ଷ ହୁଣ୍ଡିର ସ୍ଥାନାନ୍ତର; ଧାଡ଼ି ଦର୍ଶନରେ ବାଧା ସୃଷ୍ଟି ହେବାରୁ ସ୍ଥାନାନ୍ତର ।

ସ୍ଥାନାନ୍ତର ହେବ ୪୨ ବର୍ଷର ହୁଣ୍ଡି, ନାଟମଣ୍ଡପରେ ଚାଲିଛି ଜାଗା ଖୋଜା । ଶ୍ରୀମନ୍ଦିର ନାଟ ମଣ୍ଡପରେ ସ୍ଥାପନ ହୋଇଥିବା ହୁଣ୍ଡି ସ୍ଥାନାନ୍ତର ହେବ । ସେପ୍ଟେମ୍ବର…

Read More
Social media & sharing icons powered by UltimatelySocial