ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ ବନ୍ଦ ନିଷ୍ପତ୍ତି ।

ଅକ୍ଷର ବ୍ୟୁରୋ: ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ୧୮ରୁ ୨୧ ଯାଏଁ ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ ନେଇ ଘୋଷଣା ।…

Read More

ରାଜ୍ୟରେ ସାମୁଦ୍ରିକ ପର୍ଯ୍ୟାବରଣର ସୁରକ୍ଷା ଏବଂ ଅର୍ଥନୀତିର ବିକାଶ ପାଇଁ କାର୍ଯ୍ୟକାରୀ ହେବ ମେରାଇନ୍ ସ୍ପାସିଆଲ୍ ପ୍ଲାନ୍; ଏନେଇ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ MoU ସ୍ୱାକ୍ଷରିତ ।

ଅକ୍ଷର ବ୍ୟୁରୋ: ରାଜ୍ୟରେ ଉପକୂଳ ଅର୍ଥନୀତି ତଥା ସାମୁଦ୍ରିକ ପର୍ଯ୍ୟାବରଣରେ ସନ୍ତୁଳନ ରକ୍ଷାକରିବାର ଲକ୍ଷ୍ୟ ନେଇ ରାଜ୍ୟ ସରକାର କାର୍ଯ୍ୟକାରୀ କରିବେ ଏକ ମେରାଇନ୍ ସ୍ପାସିଆଲ୍ ପ୍ଲାନ୍…

Read More

ଜବରଦଖଲ ଉଚ୍ଛେଦ ବେଳେ ଜବତ ହୋଇଛି ବିପୁଳ ପରିମାଣର LPG ସିଲିଣ୍ଡର ।

ଅକ୍ଷର ବ୍ୟୁରୋ: ଭୁବନେଶ୍ୱର ଶ୍ୟାମପୁରରେ ଆଜି ଜବରଦଖଲ ଉଚ୍ଛେଦ ଚାଲିଥିବା ବେଳେ ଜବତ ହୋଇଛି ବିପୁଳ ପରିମାଣର ସିଲିଣ୍ଡର । ଉଚ୍ଛେଦ ବେଳେ ଘଟିଛି ଏହି ଆଶ୍ଚର୍ଯ୍ୟଜନକ…

Read More

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ; ବୈଠକରେ ସିଏମ୍‌-ସମ୍ପଦାର କାର୍ଯ୍ୟକାରିତା ନେଇ ଆଲୋଚନା ।

ଅକ୍ଷର ବ୍ୟୁରୋ: ଲୋକସେବା ଭବନ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସହ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।…

Read More

ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିର ଅଷ୍ଟମ ଦିନ; ପ୍ରାୟ ୮୦ ଟି ଅଳଙ୍କାରର ସରିଛି ଗଣତି ପ୍ରକ୍ରିୟା ।

ଅକ୍ଷର ବ୍ୟୁରୋ: ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିର ଅଷ୍ଟମ ଦିନ ତଥା ଭିତର ଭଣ୍ଡାର ଗଣତିର ତୃତୀୟ ଦିନ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇ…

Read More

ବିଧାନସଭାରେ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଅକ୍ଷର ବ୍ୟୁରୋ: ବିଧାନସଭାରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…

Read More

ଆଜି ଭୂମିପୁତ୍ର ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ; ବିଶାଳ ସମାବେଶରେ ଏକତ୍ର ହୋଇଛନ୍ତି ବହୁ ବରିଷ୍ଠ ନେତା ।

ଅକ୍ଷର ବ୍ୟୁରୋ: ଆଜି ଭୂମିପୁତ୍ର ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ । ଏହି ଅବସରରେ ଭୁବନେଶ୍ୱର ଓୟୁଏଟି ଅଡିଟୋରିୟମରେ ବିଶାଳ ସମାବେଶରେ ଏକତ୍ର ହୋଇଛନ୍ତି ବହୁ ବିଜୁ…

Read More

ସ୍କୁଲ ଖରାଛୁଟିକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା; ଏସଆରସିଙ୍କ ମିଟିଂ ପରେ ହିଁ ନିଆଯିବ ସ୍କୁଲ ଛୁଟି ନିଷ୍ପତ୍ତି ।

ଅକ୍ଷର ବ୍ୟୁରୋ: ତାତିରେ କଳବଳ ହେଉଛି ସାରା ଓଡିଶା । ଅସହ୍ୟ ଖରାକୁ ଗୁଳୁଗୁଳି କରୁଛି କଲାଣି ଅସ୍ତବ୍ୟସ୍ତ ଜନଜୀବନ । ଏପରି ସ୍ଥିତିରେ ରାଜ୍ୟରେ ସ୍କୁଲ…

Read More

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ।

ଅକ୍ଷର ବ୍ୟୁରୋ: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା । ଗତ ୧୪ ତାରିଖରେ ଶ୍ରୀରାମଙ୍କ ଫଟୋ ଚିରା ଘଟଣାକୁ ନେଇ ବିଶ୍ୱ…

Read More

ଚୌଦ୍ୱାର ଜେଲ୍‌କୁ ଫେରିଲା ଦୁର୍ଦ୍ଦାନ୍ତ ବିହାରୀ ଅପରାଧୀ ରାଜା ସାହାଣୀ ।

ଅକ୍ଷର ବ୍ୟୁରୋ: ଚୌଦ୍ୱାର ଜେଲ୍‌କୁ ଫେରିଲା ଦୁର୍ଦ୍ଦାନ୍ତ ବିହାରୀ ଅପରାଧୀ ରାଜା ସାହାଣୀ । ରିମାଣ୍ଡ ଅବଧି ଶେଷ ପରେ ଆଜି କଟକ ଜେଏମ୍ଏଫ୍ସି କୋର୍ଟରେ ରାଜାକୁ…

Read More
Social media & sharing icons powered by UltimatelySocial
Facebook
X (Twitter)