ଅକ୍ଷର ବ୍ୟୁରୋ: ଆସିଲା ଅତିରିକ୍ତ ବଜେଟ୍ । ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି । ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି । ସପ୍ତଦଶ ବିଧାନସଭାର ୫ମ ଅଧିବେଶନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି । ଏହି ଅତିରିକ୍ତ ବଜେଟ୍ ମାଧ୍ୟମରେ ଓଡ଼ିଶାର ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ଶିଳ୍ପ, ସଂସ୍କୃତି, କୃଷି, ମହିଳା ସଶକ୍ତୀକରଣ ଆଦି ବିଭାଗର ବିକାଶ କରିବାକୁ ଲକ୍ଷ୍ୟ ରଖିଛନ୍ତି ।
ବିଧାନସଭାରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।












Leave a Reply