ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦିନିକିଆ କେନ୍ଦୁଝର ଜିଲ୍ଲା ଗସ୍ତ ।

ଅକ୍ଷର ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦିନିକିଆ କେନ୍ଦୁଝର ଜିଲ୍ଲା ଗସ୍ତ । ଆନନ୍ଦପୁରରେ ଏକ ବିବାହ ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗଦେବେ, ଏହାପରେ ରାଇକଳା ସର୍ବଭାରତୀୟ ଫୁଟବଲ ପ୍ରତିଯୋଗିତାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । କାର୍ଯ୍ୟକ୍ରମ ପରେ କେନ୍ଦୁଝର ସର୍କିଟ ହାଉସରେ ରାତ୍ରୀଯାପନ କରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)