ଏଥର ସଅଳ ଆସିବ ମୌସୁମୀ। ଗତ ବର୍ଷ ମଇ ୩୦ ତାରିଖରେ ମୌସୁମୀ ବାୟୁ କେରଳ ଛୁଇଁଥିଲା । ହେଲେ ୨୦୨୫ରେ ମଇ ୨୭ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦେଶର ମୁଖ୍ୟ ଭୂଖଣ୍ଡ କେରଳ ନିକଟରେ ଛୁଇଁବା ସମ୍ଭାବନା ରହିଛିl ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତ ବର୍ଷ ମଇ ୩୦ ତାରିଖରେ ମୌସୁମୀ ବାୟୁ କେରଳ ଛୁଇଁଥିଲା । ହେଲେ ୨୦୨୫ରେ ମଇ ୨୭ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦେଶର ମୁଖ୍ୟ ଭୂଖଣ୍ଡ କେରଳ ନିକଟରେ ଛୁଇଁବା ସମ୍ଭାବନା ରହିଛି । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୦୦୫ରୁ ୨୦୨୪ ଯାଏଁ କେବଳ ଗୋଟିଏ ବର୍ଷ(୨୦୧୫)କୁ ବାଦ୍ ଦେଲେ ଅନ୍ୟ ସବୁ ଥରର ଆକଳନ ସଠିକ୍ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।











Leave a Reply