ବିଜେଡ଼ିର ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ବିଜେପିରେ ସାମିଲ୍ ହେବା ନେଇ ଚର୍ଚ୍ଚା !

ଅକ୍ଷର ବ୍ୟୁରୋ: ଅମର ପଟ୍ଟନାୟକ ବିଜେପିରେ ସାମିଲ୍ ହେବା ନେଇ ଚର୍ଚ୍ଚା । ବିଜେଡ଼ିର ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ । ଆଜି ବିଜେଡ଼ି ଛାଡି ବିଜେପିରେ ସାମିଲ ହୋଇପାରନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ହୋଇଛି ମିଶ୍ରଣ ପର୍ବ । ରାଜ୍ୟ ସଭାପତି ଓ ପ୍ରଭାରୀଙ୍କ ଉପସ୍ଥିତିରେ ହୋଇପାରନ୍ତି ସାମିଲ୍ ବୋଲି ଚର୍ଚ୍ଚା ଜୋର୍‌ ଧରିଛି । ତାଙ୍କ ସହ ନୂଆପଡ଼ାର କିଛି ବିଜେଡ଼ି ନେତା ବିଜେପିରେ ସାମିଲ୍ ହେବା ନେଇ ମଧ୍ୟ ଚର୍ଚ୍ଚା । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)