ଅକ୍ଷର ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ୪ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ । ଚୈତ୍ର ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଭକ୍ତଙ୍କ ଲାଗି ସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଜାରି କରାଯାଇଛି ।
ଆଜି ଶ୍ରୀମନ୍ଦିରରେ ୪ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ।











Leave a Reply