ଅକ୍ଷର ବ୍ୟୁରୋ: ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଜାଲିଆତି ଘଟଣାରେ ହାଇକୋର୍ଟରେ ୮ ଅଭିଯୁକ୍ତଙ୍କ ଜାମିନ ଆବେଦନ ଉପରେ ଶୁଣାଣି ଶେଷ ହୋଇଛି । ଆସନ୍ତାକାଲି ସୁଦ୍ଧା ଲିଖିତ ଯୁକ୍ତି ଦାଖଲ କରିବାକୁ କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ୫ ତାରିଖରେ ଶୁଣାଣି ହୋଇପାରେ । ଜାଲିଆତି ଘଟଣାରେ ଅଭିଯୁକ୍ତ ଡ. ନିହାର ରଞ୍ଜନ ମହାନ୍ତି, ଜିତନ ମହାରଣା, ରାମଜୀ ପ୍ରସାଦ ଗୁପ୍ତା, ବିଜୟ କୁମାର ମିଶ୍ର, ଜୟନ୍ତ କୁମାର ରାଉତ, ଅଜୟ କୁମାର ସାହୁ, ପ୍ରଶାନ୍ତ କୁମାର ଖମାରୀ ଓ ସନାତନ ବିଷୋୟୀଙ୍କ ଏକାଠି ଜାମିନ ଶୁଣାଣି ପାଇଁ ଆଜି ତାରିଖ ଧାର୍ଯ୍ୟ କରିଥିଲେ କୋର୍ଟ ।
ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଜାଲିଆତି ଘଟଣାରେ ହାଇକୋର୍ଟର ଶୁଣାଣି ।












Leave a Reply