ପ୍ରକାଶ ପାଇଲା ମ୍ୟାଟ୍ରିକ ରେଜଲ୍ଟ: ଚଳିତବର୍ଷ ପାସ୍‌ ହାର ରହିଛି ୯୪.୯୩%

ପ୍ରକାଶ ପାଇଲା ମ୍ୟାଟ୍ରିକ ରେଜଲ୍ଟ। କଟକସ୍ଥିତ ବିଏସ୍‌ଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ରେଜଲ୍ଟ ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳିତବର୍ଷ ପାସ୍‌ ହାର ରହିଛି ୯୪.୯୩%। ଚଳିତବର୍ଷ ୫ ଲକ୍ଷ ୨ ହଜାର ୪୧୭ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ୪ ଲକ୍ଷ ୮୪ ହଜାର ୮୬୩ ଜଣ ପିଲା ପାସ୍‌ କରିଛନ୍ତି। ୧୭ ହଜାର ୩୮୪ ଜଣ ଛାତ୍ରୀଛାତ୍ର ଫେଲ୍‌ ହୋଇଛନ୍ତି।

ତେବେ ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍‌ ହାର ଅଧିକ ରହିଥିବା ମନ୍ତ୍ରୀ କହିଛନ୍ତି। ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀ ବୋର୍ଡର ଅଫିସିଆଲ ଓ୍ବେବ୍‌ସାଇଟ www.bseodisha.ac.in ଏବଂ www.orissaresults.nic.inରେ ସେମାନଙ୍କର ଫଳାଫଳ ଦେଖିପାରିବେ। www.bseodisha.ac.in ରେଜଲ୍ଟ ଦେଖିପାରିବେ ମୋବାଇଲରୁ OR10 ଏବଂ ନିଜର ରୋଲ ନମ୍ବର ଲେଖି 5676750କୁ ଟାଇପ କରି ପଠାଇଲେ ରେଜଲ୍ଟ ଦେଖିପାରିବେ ।

ସନ୍ଧ୍ୟା ୬ ଟାରୁ ବୋର୍ଡ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ। www.bseodisha.ac.inରେ ରେଜଲ୍ଟ ଉପଲବ୍ଧ ହେବ । ଯେଉଁ ଠାରେ ଇଣ୍ଟରନେଟ ସୁବିଧା ନଥିବ ,ନିଜର ମୋବାଇଲ ମାଧ୍ୟମରେ ଛାତ୍ରଛାତ୍ରୀ ମାନେ ରେଜଲ୍ଟ ଜାଣି ପାରିବେ । ମୋବାଇଲ ମାଧ୍ୟମରେ ରେଜଲ୍ଟ ଜାଣିବାକୁ ହେଲେ ନିଜର ମୋବାଇଲରୁ OR10 ଏବଂ ନିଜର ରୋଲ ନମ୍ବର ଲେଖି 5676750କୁ ଟାଇପ କଲେ ରେଜଲ୍ଟ ଜାଣିପାରିବେ । www.bseodisha.ac.in ରେଜଲ୍ଟ ଦେଖିପାରିବେ ମୋବାଇଲରୁ OR10 ଏବଂ ନିଜର ରୋଲ ନମ୍ବର ଲେଖି 5676750କୁ ଟାଇପ କରି ପଠାଇଲେ ରେଜଲ୍ଟ ଦେଖିପାରିବେ । ସନ୍ଧ୍ୟା ୬ ଟାରୁ ବୋର୍ଡ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial