ଅକ୍ଷର ବ୍ୟୁରୋ : ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି | ବାୟୁସେନାର ସ୍ୱତନ୍ତ୍ର ବିମାନରେ ଝାରସୁଗୁଡ଼ାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି | ବିମାନବନ୍ଦର ବାହାରେ ନାଚ ଗୀତ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରାଯାଇଛି | ଓଡିଶା ଆସିବା ନେଇ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଥିଲେ ମୋଦି | ଏହି ଗସ୍ତରେ ୫୦ ହଜାର କୋଟି ଟଙ୍କାର ପ୍ରକଳ୍ପ ଉଦ୍ଘାଟନ କରିବେ |
ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ମହା ନିର୍ଦେଶକ ୱାଇ ବି ଖୁରାନିଆ ପହଞ୍ଚିଥିଲେ।















Leave a Reply