ବିଜେଡ଼ି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ।

ବିଜେଡ଼ି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ। ନବମ ଥର ପାଇଁ ଏକମାତ୍ର ପାର୍ଥୀ ଭାବେ ନାମାଙ୍କନ ଭରିଲେ ନବୀନ । ୧୯ ତାରିଖରେ ହେବ ବିଧିବଦ୍ଧ ଭାବେ ଘୋଷଣା। ଆଜି ୧୦ ଟାରୁ ୧ଟା ପର୍ଯ୍ୟନ୍ତ ନାମାଙ୍କନ ସମୟ ଥିବା ବେଳେ ନବୀନ ପଟ୍ଟନାୟକ ଏକାକୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତେଣୁ କେବଳ ଔପଚାରିକ ଘୋଷଣା ବାକି ରହିଛି । ନବମ ଥର ପାଇଁ ବିଜେଡି ସଭାପତି ହେବେ ନବୀନ । ନିର୍ବାଚନ ପ୍ରକ୍ରିୟାରେ ବର୍ତ୍ତମାନ୍ ସୁଦ୍ଧା ଷ୍ଟେଟ କାଉନସିଲ ଗଠନ କରାଯାଇଛି, ଯେଉଁଥିରେ ୩୫୫ ଜଣ ସଦସ୍ୟ ରହିଛନ୍ତି । ୧୯ ତାରିଖରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ବସି ନବୀନଙ୍କ ନାଁ ଘୋଷଣା ହେବ । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)