ଟ୍ୱିନ୍ ସିଟିରେ ହେବ ନୂଆ IT ପାର୍କ । ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ୧୦୦୦ ହେକ୍ଟର ଜମିରେ ତିଆରି ହେବ ନୂଆ IT ପାର୍କ । IT ଶିଳ୍ପ ପାଇଁ ତିଆରି ହେବ ପ୍ଲଗ୍ ଆଣ୍ଡ ପ୍ଲେ ସୁବିଧା ଥିବା ବିଲ୍ଟ ଅପ୍ ଏରିଆ। ଭୁବନେଶ୍ୱରରେ ୧୦ ନିୟୁତ ବର୍ଗ ମିଟରର ହେବ ବିଲ୍ଟ ଅପ୍ ଏରିଆ । ୫ ବର୍ଷରେ ସଡ଼କ ନିର୍ମାଣରେ ଖର୍ଚ୍ଚ ହେବ ୨ ଲକ୍ଷ ୩୦ ହଜାର କୋଟି । ରାଜ୍ୟର ୫ ବଡ଼ ସହର ସମେତ ୧୧ ସହରରେ ତିଆରି ହେବ ରିଙ୍ଗ ରୋଡ । ବ୍ରହ୍ମପୁରରୁ ଜୟପୁର ମଧ୍ୟରେ ନିର୍ମାଣ ହେବ ଗ୍ରୀନ୍ ଫିଲ୍ଡ କରିଡର । ୫ ବର୍ଷରେ ରାଜ୍ୟରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା ।
ଟ୍ୱିନ୍ ସିଟିରେ ହେବ ନୂଆ IT ପାର୍କ; ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ












Leave a Reply