ରାଜ୍ୟରେ ନିର୍ମାଣ ହେବ ନୂଆ ଲୋକସେବା ଭବନ। ମାଷ୍ଟର ପ୍ଲାନ ପାଇଁ ସେତୁ ଓ ନିର୍ମାଣ ନିଗମକୁ ଦାୟିତ୍ବ ଦିଆଯାଇଛି। ମାଷ୍ଟର ପ୍ଲାନ ଅନୁମୋଦନ ପରେ ହେବ ବ୍ୟୟ ଅଟକଳ। ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା। ବର୍ତ୍ତମାନର ଲୋକସେବା ଭବନ ୬୮ ବର୍ଷ ପୁରୁଣା। ପାର୍କିଂ ସମସ୍ୟା ରହୁଛି, ତେଣୁ ନୂଆ ଲୋକସେବା ଭବନ ନିର୍ମାଣ ହେବ।
ରାଜ୍ୟରେ ନିର୍ମାଣ ହେବ ନୂଆ ଲୋକସେବା ଭବନ; ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା ।












Leave a Reply