ଲିଙ୍ଗରାଜ ମନ୍ଦିରରେ ପଶିଗଲେ ଜଣେ ଅଣହିନ୍ଦୁ ।

ଲିଙ୍ଗରାଜ ମନ୍ଦିରରେ ପଶିଗଲେ ଅଣହିନ୍ଦୁ । ଆଜି ମନ୍ଦିର ଭିତରେ ଜଣେ ଅଣହିନ୍ଦୁ ପ୍ରବେଶ କରିଥିବା ଚିହ୍ନଟ କରିଥିଲେ ପୁଲିସ ଓ ମନ୍ଦିର କର୍ମଚାରୀ । ଏନେଇ ମନ୍ଦିର ସୁପରଭାଇଜରଙ୍କୁ ଅବଗତ କରାଯାଇଥିଲା । ଏହାପରେ ଲିଙ୍ଗରାଜ ମନ୍ଦିରରେ ହୋଇଥିଲା ବଡ଼ ଧୋକାଳ ନୀତି । ଚୂନ ପକାଇ ମନ୍ଦିରରେ ଶୁଦ୍ଧି କରଣ କରାଯାଇଥିଲା । ତେବେ ଲିଙ୍ଗରାଜ ମନ୍ଦିରରେ ଅଣହିନ୍ଦୁ ପ୍ରବେଶ କରିବା ଏହା ପ୍ରଥମ ଘଟଣା ନୁହେଁ । ପୂର୍ବରୁ ଅନେକ ଥର ଲିଙ୍ଗରାଜ ମନ୍ଦିରକୁ ଅଣହିନ୍ଦୁ ପ୍ରବେଶ କରିବା ନଜର ଆସିଛି । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)