ପୋଖରୀରେ ବୁଡ଼ି ବୃଦ୍ଧ ମୃତ

ଅକ୍ଷର ବ୍ୟୁରୋ: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଘୋଡାଧାର ଗ୍ରାମର ପୋଖରୀରୁ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି |ମୃତକ ହେଉଛନ୍ତି ଘୋଡାଧାର ଗ୍ରାମର କାର୍ତ୍ତିକ ଗୁରୁ | ସୁଚନା ଅନୁଯାୟୀ, ଗତକାଲି ଠାରୁ କାର୍ତ୍ତିକ ଗାଧୋଇବାକୁ ଯାଇ ଘରକୁ ଫେରି ନଥିଲେ। ଆଜି କିଛି ଲୋକ ପୋଖରୀରେ ଏକ ମୃତଦେହ ଭାସୁଥିବା ଦେଖି ପୁଲିସକୁ ଖବର ଦେଇଥିଲେ। ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)