ଅକ୍ଷର ବ୍ୟୁରୋ: ଆଜି ହେଉଛି ବିଧାନସଭା ବଜେଟ୍ ଅଧିବେଶନର ସପ୍ତମ ଦିନ । ଆଜି ବି ପ୍ରଶ୍ନକାଳ ଚାଲିପାରିଲାନି । ଏସସିବି ଅଗ୍ନିକାଣ୍ଡ ଘଟଣାକୁ ନେଇ ବିରୋଧୀ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଛନ୍ତି । ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ମଧ୍ୟ ଦାବି କରି ହୋହଲ୍ଲା କରିଥିବା ଦେଖିବାକୁ ମିଳିଛି । ଯାହାକୁ ନେଇ ବାଚସ୍ପତି ସାଢେ ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା କରିଛନ୍ତି । ଗତକାଲି ମଧ୍ୟ ସମାନ ପ୍ରସଙ୍ଗ ଉଠିଥିବାରୁ ଗୃହକୁ ବାରମ୍ବାର ମୁଲତବୀ କରାଯାଇଥିଲା ।
ବିଧାନସଭା ବଜେଟ୍ ଅଧିବେଶନର ସପ୍ତମ ଦିନରେ ଗୃହ ଆରମ୍ଭରୁ ନାରାବାଜି ।











Leave a Reply