ଅକ୍ଷର ବ୍ୟୁରୋ: ଢେଙ୍କାନାଳ ଜିଲ୍ଲା ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ମୃତକ ୪୮ ବର୍ଷ ବୟସ୍କ ତ୍ରିନାଥ ନାଏକ | ତାଙ୍କ ଘର ମେରାମଣ୍ଡଳୀ ବାଇପାସ୍ ପାଖରେ । ଘର ନିକଟରେ ଶୌଚ ହେବାକୁ ଯାଇଥିବାବେଳେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ । ହାତୀ ଦଳି ଦେଵାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ସୂଚନା ପାଇ ଘଟଣାସ୍ଥଳରେ ମେରାମଣ୍ଡଳି ସେକ୍ସନର ବନ କର୍ମଚାରୀ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛନ୍ତି ଏବଂ ପୋଷ୍ଟମର୍ଟମ ନିମନ୍ତେ ଢେଙ୍କାନାଳ ଡାକ୍ତରଖାନାକୁ ପଠାଇଛନ୍ତି ।
ଶୌଚ ହେବାକୁ ଯାଇଥିବାବେଳେ ହାତୀ ଆକ୍ରମଣରେ ଜଣେ ମୃତ












Leave a Reply