ଅକ୍ଷର ବ୍ୟୁରୋ: ଘୋଷଣା ହେଲା ପୋଲିସ ସେବା ପଦକ । ସାହସିକତା ପାଇଁ ଓଡ଼ିଶାରୁ ୪ ଜଣ ପାଇବେ ପଦକ । DSP ଅତୁଲ କ୍ରିଷ୍ଣା ଦାସ, ASI ପୂର୍ଣ୍ଣଚନ୍ଦ୍ର ପ୍ରଧାନ ପାଇବେ ସାହସିକତା ପଦକ । ୨ କନଷ୍ଟେବଲ ଘନଶ୍ୟାମ ସାହୁ ଓ ଥବିର ମାଝୀ ପାଇବେ ସାହସିକତା ପଦକ । ବିଶିଷ୍ଟ ସେବା ପାଇଁ ଓଡ଼ିଶାରୁ ୨ ଜଣଙ୍କୁ ମିଳିବ ପଦକ । ADG ପ୍ରତୀକ ମହାନ୍ତି, DCP ପ୍ରଫୁଲ୍ଲ ସିଂଙ୍କୁ ମିଳିବ ବିଶିଷ୍ଟ ସେବା ପଦକ । ଉଲ୍ଲେଖନୀୟ ସେବା ପାଇଁ ୧୧ ଜଣଙ୍କୁ ମିଳିବ ପଦକ । IG ସାର୍ଥକ ଷଡ଼ଙ୍ଗୀ, କମାଣ୍ଡାଣ୍ଟ ଶ୍ରୀପ୍ରସାଦ ତମାଙ୍ଗ, ASP ଶୁଭନାରାୟଣ ମୁଦୁଲି, DSP ପ୍ରଦୀପ କୁମାର, ପ୍ରଣିତା କୁମାରୀ ରାୟ, କମାଣ୍ଡାଣ୍ଟ ଅଶୋକ ମହାନ୍ତିଙ୍କୁ ମିଳିବ ପଦକ ।
ପୋଲିସ ସେବା ପଦକ ଘୋଷଣା; ସାହସିକତା ପାଇଁ ଓଡ଼ିଶାରୁ ୪ଜଣଙ୍କୁ ମିଳିବ ପଦକ ।












Leave a Reply