ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ଯୋଜନାର ପରବର୍ତ୍ତୀ କିସ୍ତି

ଅକ୍ଷର ବ୍ୟୁରୋ: କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ପରବର୍ତ୍ତୀ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଯାଇଛି । ଏଥର ମଧ୍ୟ ସରକାର ଚାଷୀଙ୍କ ଆକାଉଣ୍ଟକୁ ୨,୦୦୦ ଟଙ୍କାର କିସ୍ତି ପଠାଇଛନ୍ତି । ଏହି ଯୋଜନାର ଟଙ୍କା ସିଧାସଳଖ ଚାଷିଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସ୍ଥାନାନ୍ତରିତ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଗୌହାଟି, ଆସାମରୁ ଗୋଟିଏ କ୍ଲିକ୍‌ରେ ଏହି ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ସ୍ଥାନାନ୍ତର କରିଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)