ଅକ୍ଷର ବ୍ୟୁରୋ: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ମୟୂରଭଞ୍ଜ ସାଂସଦ ନବଚରଣ ମାଝୀ ସୂଚନା ଦେଇଛନ୍ତି। ଓଡ଼ିଶା ଗସ୍ତ ନେଇ ରାଷ୍ଟ୍ରପତି ଭବନରୁ ଖବର ଆସିଥିବା ନେଇ ସାଂସଦ ସୂଚନା ଦେଇଛନ୍ତି | ନବନିର୍ମିତ ଷ୍ଟାଡିୟମ୍ ଉଦଘାଟନ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି |
ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି












Leave a Reply