ଅକ୍ଷର ବ୍ୟୁରୋ: ବଢୁଥିବା ଖରାକୁ ନଜରରେ ରଖି ବଡ଼ ନିଷ୍ପତ୍ତି ନେଇପାରେ ଗଣଶିକ୍ଷା ବିଭାଗ । ଖରା ନକମିଲେ ବଢ଼ିପାରେ ଖରାଛୁଟି |ଏନେଇ ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ପିଲାଙ୍କ ସୁରକ୍ଷା ଶିକ୍ଷା ବିଭାଗର ପ୍ରାଥମିକତା ବୋଲି କହିଛନ୍ତି ମନ୍ତ୍ରୀ । ରାଜ୍ୟରେ ଖରାର ସ୍ଥିତିକୁ ଦେଖି ଛୁଟି ସମ୍ପର୍କରେ ନିଷ୍ପତ୍ତି ନିଆଯିବ | ଜୁନ୍୨୨ରେ ସ୍କୁଲ ଖୋଲାଯିବା ନେଇ ପୂର୍ବରୁ ଘୋଷଣା ହୋଇଥିଲା |
ଖରାଛୁଟି ଅବଧି ବଢ଼ିବା ନେଇ ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ













Leave a Reply